Hebrews 9:7 — Compare Translations

7 translations compared side by side

Odia - 1840
"କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଦ୍ଵିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଦ୍ୱିତୀୟ ପ୍ରକୋଷ୍ଠ ଭିତରକୁ କେବଳ ମହାଯାଜକଙ୍କ ଯିବାର ଅଧିକାର ଅଛି, ସେ ସେଠାକୁ ବର୍ଷକୁ ଥରେ ମାତ୍ର ଯାଆନ୍ତି। ସେ ନିଜ ପାଇଁ ଏବଂ ଲୋକମାନେ ଅଜ୍ଞାନତାବଶତଃ କରିଥିବା ପାପ ପାଇଁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାକୁ ସଙ୍ଗରେ ରକ୍ତ ନେଇ ଯାଇ ଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮೊಟೊ ಯಾಜಕ್ ತವ್ಡೆಚ್ ಭುತ್ತುರ್‍ಲ್ಯಾ ಖೊಲಿಕ್ ಜಾಯ್ ಸಾರ್ಕೆ ಹೊತ್ತೆ, ತೆಬಿ ವರ್ಸಾಕ್ ಎಗ್ದಾಚ್ ಅನಿ ತೆಬಿ ಜಾಯ್ನಸಿ ತೆ ರಗಾತ್ ಅಪ್ನಾ ಸಾಟ್ನಿ ಅನಿ ಲೊಕಾಕ್ನಿ ಕಳುಕ್ ದಿ ನಸ್ತಾನಾ ಅಪ್ನಿ ಕರಲ್ಲ್ಯಾ ಪಾಪಾಕ್ನಿ ಮನುನ್ ಮಾಗುನ್ ದೆವಾಕ್ ತೆ ರಗಾತ್ ದಿತಲೆ ಹೊಲ್ಲೆ ರ್‍ಹಾತಾ.