Hebrews 9:8 — Compare Translations

7 translations compared side by side

Odia - 1840
"ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ଵୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମସ୍ତ ବିଷୟରୁ ପବିତ୍ରଆତ୍ମା ଏ କଥା ସ୍ପଷ୍ଟଭାବେ ଶିକ୍ଷା ଦେଇଛନ୍ତି ଯେ, ପ୍ରଥମ ପ୍ରକୋଷ୍ଠ ଥିବା ଯାଏ, ମହାପବିତ୍ର ସ୍ଥାନକୁ ଯିବାର ପଥ ଉନ୍ମୁକ୍ତ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲಿ ಖೊಲಿ ರ್‍ಹಾಯ್ ಸಗ್ಳೆ ದೊನ್ವೆಚ್ಯಾ ಖೊಲಿಕ್ ಜಾತಲಿ ವಾಟ್ ಕಾಡುಕುಚ್ ಹೊವ್ಕ್ ನಾ, ಪವಿತ್ರ್ ಆತ್ಮೊ ಅಮ್ಕಾ ಸಾಂಗ್ತಾ;