Hosea 1:10 — Compare Translations

5 translations compared side by side

Odia - 1840
"ସମୁଦ୍ରର ବାଲୁକା ସଦୃଶ ଇଶ୍ରାୟେଲ ସନ୍ତାନଗଣର ସଂଖ୍ଯା ଭବିଷ୍ଯତ ରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନ ରେ ସମାନଙ୍କେୁ କୁହାୟାଇଥିଲା, ସହେି ସ୍ଥାନ ରେ ଏହା ଘଟିବ। ସମାନଙ୍କେୁ ମଧ୍ଯ କୁହାୟିବ, 'ତୁମ୍ଭମାନେେ ମାେ ଲୋକ ନୁହଁ।' 'ତୁମ୍ଭେ ଜୀବନ୍ତ ପରମେଶ୍ବରଙ୍କର ସନ୍ତାନ ଅଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି କୁହା ଯାଇଥିଲା, ସେସ୍ଥଳରେ ସେମାନଙ୍କୁ କୁହାଯିବ ଯେ, ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର ସନ୍ତାନଗଣ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
The Lord Speaks to the Nation of Israel “ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”