Hosea 1:11 — Compare Translations
5 translations compared side by side
Odia - 1840
"ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ ଦିନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।