Hosea 1:3 — Compare Translations

5 translations compared side by side

Odia - 1840
"ତେଣୁ ହାେେଶୟ ଦିବ୍ଲାଇମଙ୍କ କନ୍ଯା ଗୋମରଙ୍କୁ ବିବାହ କଲେ। ଗୋମର ଗର୍ଭବତୀ ହେଲେ ଏବଂ ହାେେଶୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିଷ୍ରିୟେଲଙ୍କ ଜନ୍ମ ତେଣୁ ହୋଶେୟ ଦିବ୍ଲାଇମଙ୍କ କନ୍ୟା ଗୋମରଙ୍କୁ ବିବାହ କଲେ। ଗୋମରା ଗର୍ଭବତୀ ହେଲେ ଏବଂ ହୋଶେୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।