Hosea 1:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ୟିଷିଯଲେ ଦିଅ। କାହିଁକି? କାରଣ ଅଳ୍ପ ସମୟ ପ ରେ ମୁଁ ଯହେୂର ପରିବାରକୁ ଦଣ୍ତ ଦବେି। କାରଣ ସେ ୟିଷ୍ରିଯଲେ ଉପତ୍ୟକା ରେ ରକ୍ତପାତ କରିଥିଲେ। ତା'ପ ରେ ମୁଁ ଇଶ୍ରାୟେଲ ସାମ୍ରାଜ୍ଯର ପତନ ଘଟାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ କାଳ ଉତ୍ତାରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଯିଷ୍ରିୟେଲ ଦିଅ। କାରଣ ଅଳ୍ପ ସମୟ ପରେ ମୁଁ ଯେହୂର ପରିବାରକୁ ଦଣ୍ତ ଦେବି। କାରଣ ସେ ଯିଷ୍ରିୟେଲ ଉପତ୍ୟକାରେ ରକ୍ତପାତ କରିଥିଲେ। ତା’ପରେ ମୁଁ ଇସ୍ରାଏଲ ସାମ୍ରାଜ୍ୟର ପତନ ଘଟାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।