Hosea 1:5 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ରାୟେଲର ଧନୁକୁ ସହେି ୟିଷ୍ରିଯଲେ ଉପତ୍ୟକା ରେ ଭାଙ୍ଗିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲର ଧନୁକୁ ସେହି ଯିଷ୍ରିୟେଲ ଉପତ୍ୟକାରେ ଭାଙ୍ଗିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”