Hosea 1:6 — Compare Translations

5 translations compared side by side

Odia - 1840
"ତା'ପ ରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ଯା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ଲୋ- ରୁହାମା ଦିଅ। କାହିଁକି? କାରଣ ଆମ୍ଭେ ଏଣିକି ଇଶ୍ରାୟେଲ ଜାତିକୁ ଆଉ ଦୟା ଦଖାଇବୋ ନାହିଁ। ଆମ୍ଭେ ସମାନଙ୍କେୁ କ୍ଷମା ଦବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସ୍ତ୍ରୀ ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା । ଆଉ, ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସିମତେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋ-ରୁହାମାଙ୍କ ଜନ୍ମ ତା’ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)