Hosea 1:7 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଯିହୁଦା-ବଂଶ ପ୍ରତି ଦୟା କରିବା ଓ ଧନୁ କି ଖଡ଼୍‍ଗ କି ଯୁଦ୍ଧ କି ଅଶ୍ଵଗଣ କିଅବା ଅଶ୍ଵାରୋହୀଗଣ ଦ୍ଵାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଉଦ୍ଧାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”