Hosea 1:8 — Compare Translations

5 translations compared side by side

Odia - 1840
"ଗୋମର ଲୋ-ରୁହାମାଙ୍କ ସବୋ ଶଷେ କଲାପ ରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋ-ଆମୀଙ୍କ ଜନ୍ମ ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।