Hosea 1:9 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ କହିଲେ, ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭମାନେେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ବର ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ନୋହିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହିଲେ, “ତା’ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”