Hosea 10:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; ସେ ଆପଣା ଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଧନସମ୍ପଦ ପ୍ରତିମାପୂଜାର ଅଗ୍ରଗାମୀ ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।