Hosea 10:11 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ତାଲିମପ୍ରାପ୍ତ ଗାଈ ପରି ଖଳା ରେ ଶସ୍ଯ ଉପ ରେ ବିଚରଣ କରିବାକୁ ଭଲପାଏ। ଆମ୍ଭେ ଗୋଟିଏ ଭଲ ୟୁଆଳି ତା' କାନ୍ଧ ରେ ପକାଇବା। ଆମ୍ଭେ ତାକୁ ଦଉଡି ରେ ବାନ୍ଧିବା। ତା'ପ ରେ ଯିହୁଦା ହଳ ଆରମ୍ଭ କରିବ। ଯାକୁବ ନିଜେ ଭୂମିକୁ ଫଟାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକି ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ତାଲିମପ୍ରାପ୍ତ ଗାଈ ପରି ଖଳାରେ ଶସ୍ୟ ଉପରେ ବିଚରଣ କରିବାକୁ ଭଲପାଏ। ଆମ୍ଭେ ଗୋଟିଏ ଭଲ ଯୁଆଳି ତା’ କାନ୍ଧରେ ପକାଇବା। ଆମ୍ଭେ ତାକୁ ଦଉଡ଼ିରେ ବାନ୍ଧିବା। ତା’ପରେ ଯିହୁଦା ହଳ ଆରମ୍ଭ କରିବ। ଯାକୁବ ନିଜେ ଭୂମିକୁ ଫଟାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।