Hosea 10:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ଭଲପଣିଆ ବୁଣିବ ତେବେ ପ୍ରକୃତ ପ୍ରେମ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପରେ ଭଲ ଜିନିଷ ବର୍ଷା ପରି ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Odia IRV 2017 (ଓଡିଆ ବାଇବେଲ)