Hosea 10:13 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭମାନେେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ଯାର ଫଳ ତୁମ୍ଭେ ଭକ୍ଷଣ କଲ। କାହିଁକି? କାରଣ ତୁମ୍ଭମାନେେ ତୁମ୍ଭ ଶକ୍ତି ଓ ସୈନ୍ଯବାହିନୀ ଉପ ରେ ବିଶ୍ବାସ ରଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ଵରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ଵାସ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭେମାନେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ୟାର ଫଳ ତୁମ୍ଭେ ଭକ୍ଷ୍ୟଣ କଲ। କାରଣ ତୁମ୍ଭେମାନେ ତୁମ୍ଭ ଶକ୍ତି ଓ ସୈନ୍ୟବାହିନୀ ଉପରେ ବିଶ୍ୱାସ ରଖିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।