Hosea 10:14 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନଙ୍କର ସୈନ୍ଯବାହିନୀ ୟୁଦ୍ଧର ଶଦ୍ଦ ଶୁଣିବେଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ବଂସ ପାଇବ। ଶଲମନ ବୈଥ୍-ଅରବଲକେୁ ଧ୍ବଂସ କଲାପରି ଏହା ଘଟିବ। ୟୁଦ୍ଧ ସମୟରେ ମାଆମାନଙ୍କୁ ସମାନଙ୍କେର ପିଲାମାନଙ୍କ ସହିତ ହତ୍ଯା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ୍ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ତ ଖଣ୍ତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭମାନଙ୍କର ସୈନ୍ୟବାହିନୀ ଯୁଦ୍ଧର ଶବ୍ଦ ଶୁଣିବେ ଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ୱଂସ ପାଇବ। ଶଲମନ ବୈଥ୍-ଅରବେଲକୁ ଧ୍ୱଂସ କଲାପରି ଏହା ଘଟିବ। ଯୁଦ୍ଧ ସମୟରେ ମାମାନଙ୍କୁ ସେମାନଙ୍କର ପିଲାମାନଙ୍କ ସହିତ ହତ୍ୟା କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।