Hosea 10:15 — Compare Translations

5 translations compared side by side

Odia - 1840
"ବୈଥଲେ ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହବେ। ଯେତବେେଳେ ସକାଳ ହବେ ଇଶ୍ରାୟେଲର ରାଜା ସମ୍ପୂର୍ଣ୍ଣ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବୈଥେଲ୍, ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହେବ। ଯେତେବେଳେ ସକାଳ ହେବ ଇସ୍ରାଏଲର ରାଜା ସମ୍ପୂର୍ଣ୍ଣ ଧ୍ୱଂସ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।