Hosea 10:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସେମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ। ସଦାପ୍ରଭୁ ସେମାନଙ୍କର ଯଜ୍ଞବେଦିକୁ ଭାଙ୍ଗି ଦେବେ। ସେ ସେମାନଙ୍କର ସ୍ମୃତିସ୍ତମ୍ଭକୁ ଧ୍ୱଂସ କରି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।