Hosea 10:3 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଇଶ୍ରାୟେଲୀୟମାନେ କୁହନ୍ତି, ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କ ମନ୍ଦ ନିଷ୍ପତ୍ତି ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”
Odia IRV 2017 (ଓଡିଆ ବାଇବେଲ)
ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”