Hosea 10:4 — Compare Translations

5 translations compared side by side

Odia - 1840
"ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶପଥ ନିଅନ୍ତି କିନ୍ତୁ ସେମାନେ କେବଳ ମିଥ୍ୟା କୁହନ୍ତି। ସେମାନେ ସେମାନଙ୍କର ଶପଥ ରକ୍ଷା କରନ୍ତି ନାହିଁ। ସେମାନେ ଚୁକ୍ତି କରନ୍ତି। ସେଥିପାଇଁ ନ୍ୟାୟ କୃଷିକ୍ଷେତ୍ରରେ ବିଷାକ୍ତ ଅନାବନା ଘାସ ପରି ବଢ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।