Hosea 10:5 — Compare Translations
5 translations compared side by side
Odia - 1840
"ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶମରିୟାର ଲୋକମାନେ ବୈଥ୍-ଆବନର ବାଛୁରିମାନଙ୍କୁ ପୂଜା କରନ୍ତି। ସେହି ଲୋକମାନେ ପ୍ରକୃତରେ କାନ୍ଦିବେ। ଯାଜକମାନେ ମଧ୍ୟ ପ୍ରକୃତରେ କାନ୍ଦିବେ। କାରଣ ସେମାନଙ୍କର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂରେଇ ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)