Hosea 10:6 — Compare Translations
5 translations compared side by side
Odia - 1840
"ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରକୁ ମହାନ ରାଜାଙ୍କ ଉପହାର ସ୍ୱରୂପ ଏହାକୁ ନିଆଗଲା। ସେ ଇଫ୍ରୟିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇସ୍ରାଏଲ ତା’ର ମୂର୍ତ୍ତି ପାଇଁ ଲଜ୍ଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।