Hosea 10:7 — Compare Translations

5 translations compared side by side

Odia - 1840
"ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପାଣିରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିୟାର ରାଜା ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।