Hosea 10:8 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଇସ୍ରାଏଲର ପାପ ସ୍ଵରୂପ ଆବେନର ଉଚ୍ଚସ୍ଥଳୀସବୁ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପ-ପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବେନ୍ର ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ ହେବ। ସେମାନଙ୍କର ଯଜ୍ଞବେଦି ଉପରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା’ପରେ ସେମାନେ ପର୍ବତଗୁଡ଼ିକୁ କହିବେ, “ଆମ୍ଭମାନଙ୍କୁ ଆବୃତ୍ତ କର” ଏବଂ ପାହାଡ଼ଗୁଡ଼ିକୁ କହିବେ, “ଆମ୍ଭମାନଙ୍କ ଉପରେ ପଡ଼ିଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।”