Hosea 10:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ, ତୁମ୍ଭେ ଗିବିଯାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସଠାେ ରେ ଲଗାତାର ପାପ କରି ଗ୍ଭଲିଛନ୍ତି। ୟୁଦ୍ଧ ପ୍ରକୃତ ରେ ସହେି ମନ୍ଦ ଲୋକମାନଙ୍କୁ ଗିବିଯା ରେ ଧରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପାପ ପାଇଁ ପରିଶୋଧ କରିବ “ଇସ୍ରାଏଲ, ତୁମ୍ଭେ ଗିବିୟାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସେଠାରେ ଲଗାତାର ପାପ କରି ଗ୍ଭଲିଛନ୍ତି। ଯୁଦ୍ଧ ପ୍ରକୃତରେ ସେହି ମନ୍ଦ ଲୋକମାନଙ୍କୁ ଗିବିୟାରେ ଧରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।