Hosea 11:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ଇଶ୍ରାୟେଲ ବାଲ୍ଯ ଥିଲା ବେଳେ ଆମ୍ଭେ ତା'କୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସଦାପ୍ରଭୁଙ୍କୁ ଭୁଲିଛି ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।