Hosea 11:10 — Compare Translations

5 translations compared side by side

Odia - 1840
"ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟରେ ଥରିଥରି ପଶ୍ଚିମରୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।