Hosea 11:12 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ମିଥ୍ଯା ରେ ଆମ୍ଭର ଗ୍ଭରିପାଖ ରେ ଘରେିଗଲା। ଇଶ୍ରାୟେଲର ପରିବାର ଆମ୍ଭ ପ୍ରତି ବିଶ୍ବାସଘାତକତା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ମିଥ୍ୟାରେ ଆମ୍ଭର ଗ୍ଭରିପାଖରେ ଘେରିଗଲା। ଇସ୍ରାଏଲର ପରିବାର ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଛନ୍ତି। କିନ୍ତୁ ଯିହୁଦା ପରମେଶ୍ୱରଙ୍କ ସହିତ ଅଛି ଏବଂ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।