Hosea 11:2 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲକୁ ଯେତେ ଅଧିକ ନିଜର କଲୁ ଇଶ୍ରାୟେଲ େସତେ ଅଧିକ ଆମ୍ଭଠାରୁ ଦୂ ରଇଗେଲା। ଇଶ୍ରାୟେଲୀୟମାନେ ବାଲ୍ଦବଗେଣଙ୍କ ଉଦେଶ୍ଯ ରେ ବଳି ଦେଲେ। ସମାନେେ ପ୍ରତିମା ନିକଟରେ ଧୂପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା। ଇସ୍ରାଏଲୀୟମାନେ ‌ବା‌ଲ୍‌ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ। ସେମାନେ ପ୍ରତିମା ନିକଟରେ ଧୂପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।