Hosea 11:4 — Compare Translations
5 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ରଜ୍ଜୁ ରେ ବାନ୍ଧିଥିଲୁ, କିନ୍ତୁ ତାହା ଥିଲା ପ୍ ରମରେ ରଜ୍ଜୁ। ଆମ୍ଭେ ଜଣେ ବ୍ଯକ୍ତିପରି ସମାନଙ୍କେୁ ମୁକ୍ତ କଲୁ। ଆମ୍ଭେ ନମ୍ର ହେଲୁ ଓ ସମାନଙ୍କେୁ ଖୁଆଇଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ଵାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ରଜ୍ଜୁରେ ବାନ୍ଧିଥିଲୁ, କିନ୍ତୁ ତାହା ଥିଲା ପ୍ରେମର ରଜ୍ଜୁ। ଆମ୍ଭେ ଜଣେ ବ୍ୟକ୍ତିପରି ସେମାନଙ୍କୁ ମୁକ୍ତ କଲୁ। ଆମ୍ଭେ ନମ୍ର ହେଲୁ ଓ ସେମାନଙ୍କୁ ଖୁଆଇଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।