Hosea 11:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ପରମେଶ୍ବରଙ୍କ ନିକଟକୁ ଫରେିବାକୁ ମନା କଲେ। ତେଣୁ ସେଥିପାଇଁ ସମାନେେ ମିଶର ଯିବେ। ଅଶୂରର ରାଜା ସମାନଙ୍କେର ରାଜା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲୀୟମାନେ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ମନା କଲେ। ତେଣୁ ସେଥିପାଇଁ ସେମାନେ ମିଶର ଯିବେ। ଅଶୂରର ରାଜା ସେମାନଙ୍କର ରାଜା ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।