Hosea 11:6 — Compare Translations

5 translations compared side by side

Odia - 1840
"ଖଣ୍ତା ସମାନଙ୍କେ ନଗର ବିରୁଦ୍ଧ ରେ ଝୁଲିବ। ଏହା ସମାନଙ୍କେର ଶକ୍ତିଶାଳୀ ଲୋକଙ୍କୁ ହତ୍ଯା କରିବ। ଏହା ସମାନଙ୍କେର ନେତାମାନଙ୍କୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ଼୍‍ଗ ପଡ଼ିବ, ତାହାର ଅର୍ଗଳ-ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଖଣ୍ତା ସେମାନଙ୍କ ନଗର ବିରୁଦ୍ଧରେ ଝୁଲିବ। ଏହା ସେମାନଙ୍କର ଶକ୍ତିଶାଳୀ ଲୋକଙ୍କୁ ହତ୍ୟା କରିବ। ଏହା ସେମାନଙ୍କର ନେତାମାନଙ୍କୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।