Hosea 11:7 — Compare Translations
5 translations compared side by side
Odia - 1840
"ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫରେିବାକୁ ଆଶା କରନ୍ତି। ସମାନେେ ଉର୍ଦ୍ଧ୍ବକୁ ଡାକିବେ। କିନ୍ତୁ କହେି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ଵସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫେରିବାକୁ ଆଶା କରନ୍ତି। ସେମାନେ ଊର୍ଦ୍ଧ୍ୱକୁ ଡାକିବେ। କିନ୍ତୁ କେହି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।