Hosea 11:8 — Compare Translations
5 translations compared side by side
Odia - 1840
"ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ତୁଲ୍ୟ କରିବା? ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ଵଳିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରିବାକୁ ଗ୍ଭହାନ୍ତି ନାହିଁ “ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ। ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋୟିମ୍ ପରି ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)