Hosea 12:1 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ପବନ ଏକତ୍ର କରୁଛନ୍ତି। ଇଶ୍ରାୟେଲ ଦିନସାରା ପବନକୁ ଅନୁସରଣ କରେ। ଲୋକମାନେ ଅଧିକରୁ ଅଧିକ ମିଥ୍ଯା କୁହନ୍ତି। ଅଧିକ ଗ୍ଭରେି କରନ୍ତି। ସମାନେେ ଅଶୂର ସହିତ ଚୁକ୍ତି କରିଛନ୍ତି ଏବଂ ସମାନେେ ମିଶରକୁ ଅଲିଭ ତଲେ ଆଣୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଇଫ୍ରୟିମ ପବନ ଏକତ୍ର କରୁଛନ୍ତି। ଇସ୍ରାଏଲ ଦିନସାରା “ପବନକୁ ଅନୁସରଣ” କରେ। ଲୋକମାନେ ଅଧିକରୁ ଅଧିକ ମିଥ୍ୟା କୁହନ୍ତି। ଅଧିକ ଗ୍ଭେରି କରନ୍ତି। ସେମାନେ ଅଶୂର ସହିତ ଚୁକ୍ତି କରିଛନ୍ତି ଏବଂ ସେମାନେ ମିଶରକୁ ଅଲିଭ ତେଲ ଆଣୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।