Hosea 12:10 — Compare Translations
5 translations compared side by side
Odia - 1840
"ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭମାନଙ୍କୁ ଏବଂ ସମାନଙ୍କେୁ ବହୁ ଦର୍ଶନ ଦଲେୁ। ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭମାନଙ୍କୁ ଏବଂ ସେମାନଙ୍କୁ ବହୁ ଦର୍ଶନ ଦେଲୁ। ଆମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।