Hosea 12:11 — Compare Translations
5 translations compared side by side
Odia - 1840
"ଯେ ହତେୁ ଗିଲିଯଦ ରେ ସମାନେେ ବହୁତ ଦୁଷ୍ଟ, ସମାନେେ କିଛି ହାଇପୋରିବେ ନାହିଁ। କାରଣ ଗିଲ୍ଗିଲ ରେ ସମାନେେ ଷଣ୍ତକୁ ବଳିଦାନ ଦିଅନ୍ତି। ଖାେଲା ପଡିଆ ରେ ପଥର ଗଦା ପରି ସମାନଙ୍କେର ୟଜ୍ଞବଦେୀଗୁଡିକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଗିଲିୟଦରେ ସେମାନେ ବହୁତ ଦୁଷ୍ଟ, ସେମାନେ କିଛି ହୋଇ ପାରିବେ ନାହିଁ। କାରଣ ଗିଲ୍ଗଲ୍ରେ ସେମାନେ ଷଣ୍ଢକୁ ବଳିଦାନ ଦିଅନ୍ତି। ଖୋଲା ପଡ଼ିଆରେ ପଥର ଗଦା ପରି ସେମାନଙ୍କର ଯଜ୍ଞବେଦିଗୁଡ଼ିକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Odia IRV 2017 (ଓଡିଆ ବାଇବେଲ)
ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।