Hosea 12:13 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇଶ୍ରାୟେଲକୁ ନଇେ ଆସିଲେ। ସଦାପ୍ରଭୁ ସହେି ଭବିଷ୍ଯଦ୍ବକ୍ତାଙ୍କୁ ଲଗାଇ ଇଶ୍ରାୟେଲକୁ ନିରାପଦ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇସ୍ରାଏଲକୁ ନେଇ ଆସିଲେ। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାଙ୍କୁ ଲଗାଇ ଇସ୍ରାଏଲକୁ ନିରାପଦ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।