Hosea 12:14 — Compare Translations
5 translations compared side by side
Odia - 1840
"କିନ୍ତୁ ଇଫ୍ରଯିମ ସଦାପ୍ରଭୁଙ୍କୁ ରଗାଇବାର କାରଣ ହେଲା। ଇଫ୍ରଯିମ ବହୁ ଲୋକଙ୍କୁ ହତ୍ଯା କଲା। ତେଣୁ ସେ ତା'ର ଦୋଷ ପାଇଁ ଦଣ୍ତିତ ହବେ। ସମାନଙ୍କେର ମୁନିବ ପରମେଶ୍ବର ସହେି ଅପମାନ ସମାନଙ୍କେୁ ସହ୍ଯ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇଫ୍ରୟିମ ସଦାପ୍ରଭୁଙ୍କୁ ରଗାଇବାର କାରଣ ହେଲା। ଇଫ୍ରୟିମ ବହୁ ଲୋକଙ୍କୁ ହତ୍ୟା କଲା। ତେଣୁ ସେ ତା’ର ଦୋଷ ପାଇଁ ଦଣ୍ତିତ ହେବ। ସେମାନଙ୍କର ମୁନିବ ପରମେଶ୍ୱର ସେହି ଅପମାନ ସେମାନଙ୍କୁ ସହ୍ୟ କରାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।