Hosea 12:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭର ଯିହୁଦା ବିପକ୍ଷ ରେ ଏକ ୟୁକ୍ତି ଅଛି। ଯାକୁବ ତା'ର କୁପଥଗୁଡିକ ପାଇଁ ନିଶ୍ଚିତ ଭାବରେ ଦଣ୍ତ ପାଇବ। ସେ ମନ୍ଦ କାର୍ୟ୍ଯ ପାଇଁ ସେ ନିଶ୍ଚିତ ଭାବରେ ଦଣ୍ତିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ତ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଆମ୍ଭର ଯିହୁଦା ବିପକ୍ଷରେ ଏକ ଯୁକ୍ତି ଅଛି। ଯାକୁବ ତା’ର କୁପଥଗୁଡ଼ିକ ପାଇଁ ନିଶ୍ଚିତ ଭାବରେ ଦଣ୍ତ ପାଇବ। ସେ ମନ୍ଦକାର୍ଯ୍ୟ ପାଇଁ ସେ ନିଶ୍ଚିତ ଭାବରେ ଦଣ୍ତିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।