Hosea 12:3 — Compare Translations
5 translations compared side by side
Odia - 1840
"ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ମାତୃଗର୍ଭରେ ଥିଲା ଏବଂ ତା’ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ଯୁବକ ଥିଲା ଏବଂ ସେତେବେଳେ ସେ ପରମେଶ୍ୱରଙ୍କ ସହିତ ଲଢ଼ୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Odia IRV 2017 (ଓଡିଆ ବାଇବେଲ)
ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;