Hosea 12:4 — Compare Translations

5 translations compared side by side

Odia - 1840
"ଯାକୁବ ପରମେଶ୍ବରଙ୍କ ଦୂତ ସହିତ ମଲ୍ଲୟୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥଲ୍ ରେ ଘଟିଥିଲା। ସହେିସ୍ଥାନ ରେ ସେ ପରମେଶ୍ବରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ପରମେଶ୍ୱରଙ୍କ ଦୂତ ସହିତ ମଲ୍ଲଯୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥ‌‌ଲ୍‌‌‌‌ରେ ଘଟିଥିଲା। ସେହିସ୍ଥାନରେ ସେ ପରମେଶ୍ୱରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।