Hosea 12:5 — Compare Translations

5 translations compared side by side

Odia - 1840
"ହଁ, ସଦାପ୍ରଭୁ ସୈନ୍ଯବାହିନୀର ପରମେଶ୍ବର ଅଟନ୍ତି। ତାଙ୍କର ନାମ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସଦାପ୍ରଭୁ ସୈନ୍ୟବାହିନୀର ପରମେଶ୍ୱର ଅଟନ୍ତି। ତାଙ୍କର ନାମ ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
Odia IRV 2017 (ଓଡିଆ ବାଇବେଲ)
ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।