Hosea 12:6 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ସହେି ପରମେଶ୍ବରଙ୍କ ନିକଟକୁ ଫରେିଆସ। ତାଙ୍କ ପ୍ରତି ବିଶ୍ବସ୍ତ ହୁଅ। ଠିକ୍ କାର୍ୟ୍ଯ କର। ସର୍ବଦା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ସେହି ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ତାଙ୍କ ପ୍ରତି ବିଶ୍ୱସ୍ତ ହୁଅ। ଠିକ୍ କାର୍ଯ୍ୟ କର। ସର୍ବଦା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।