Hosea 12:7 — Compare Translations
5 translations compared side by side
Odia - 1840
"ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାକୁବ ଜଣେ ପ୍ରକୃତ ବ୍ୟବସାୟୀ। ସେ ଏପରିକି ତା’ର ବନ୍ଧୁଙ୍କୁ ମଧ୍ୟ ଠକେ। ଏପରିକି ତାଙ୍କ ନିକିତି ମଧ୍ୟ ମିଛ କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।