Hosea 12:8 — Compare Translations

5 translations compared side by side

Odia - 1840
"ଇଫ୍ରଯିମ କହିଲେ, 'ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ଯକ୍ତି ମାରେ ଅପରାଧ ଜାଣିବ ନାହିଁ। କହେି ମଧ୍ଯ ମାରେ ପାପ ଜାଣିପାରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।”