Hosea 12:9 — Compare Translations
5 translations compared side by side
Odia - 1840
"ମିଶର ରେ ଥିଲା ସମୟରୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ଅଟୁ। ତୁମ୍ଭମାନେେ ଉତ୍ସବ ଦିନ ରେ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ତମ୍ବୁ ରେ ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ଵୁରେ ବାସ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶରରେ ଥିବା ସମୟରୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ତୁମ୍ଭେମାନେ ଉତ୍ସବ ଦିନରେ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ତମ୍ବୁରେ ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।