Hosea 13:1 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ନିଜକୁ ନିଜେ ଧ୍ୱଂସ କରିଛି “ଇଫ୍ରୟିମ ଇସ୍ରାଏଲରେ ନିଜକୁ ମହାନ କରି ଦେଲା। ସେ କହିଲା ବେଳେ ଲୋକେ ଭୟରେ ଥରିଲେ। କିନ୍ତୁ ସେ ‌ବା‌ଲ୍‌ଦେବତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।