Hosea 13:14 — Compare Translations
5 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।