Hosea 13:16 — Compare Translations

5 translations compared side by side

Odia - 1840
"ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Odia IRV 2017 (ଓଡିଆ ବାଇବେଲ)
ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।